www.samajalive.in
Tuesday, December 9, 2025
15.1 C
Bhubaneswar

ସ୍କୁଟିକୁ ଧକ୍କା ଦେଲା ଟ୍ରକ୍: ଦୁଇ ମୃତ

କଟକ: କଟକ ୧୬ନଂ ରାଜପଥ ଗୋପାଳପୁର ଅଭାବନୀୟ ଘଟଣା ଘଟିଛି। ସ୍କୁଟିକୁ ଟ୍ରକ ଧକ୍କା ଦେଇଛି। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦୁଇ ଜଣ ଯୁବକ ଏକ ସ୍କୁଟିରେ ଭୁବନେଶ୍ଵରରୁ କଟକ ଯାଉଥିଲେ। ଏତିକିବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସ୍କୁଟି ଉପରେ ଚଢାଇ ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories