www.samajalive.in
Saturday, December 6, 2025
19.1 C
Bhubaneswar

ସିସୋଦିଆଙ୍କୁ ମିଳିଲାନି ଆଶ୍ଵସ୍ତି, ପୁଣି ବଢିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କୁ ମିଳିଲାନି ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି। ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଉଜ୍ ଆଭେନ୍ୟୁ କୋର୍ଟ। ମଙ୍ଗଳବାର ତାଙ୍କ ହେପାଜତ ଅବଧି ଶେଷ ହେଉଥିବାବେଳେ ଜେଲ୍‌ରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର ହୋଇଥିଲେ ମନୀଷ ସିସୋଦିଆ।

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories