www.samajalive.in
Thursday, December 11, 2025
14.1 C
Bhubaneswar

ଟାଟା ପାୱାର ପକ୍ଷରୁ ରକ୍ତଦାନ ଶିବିର

ସମ୍ବଲପୁର: ସମାଜ ପ୍ରତି ପ୍ରତିବଦ୍ଧତାର ଏକ ଅଂଶ ଭାବରେ ଟିପିଡବ୍ଲୁଓଡିଏଲର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ ବିଭାଗ (ସିଏସ୍ଆର୍) ପକ୍ଷରୁ ମାରୱାଡି ଯୁବା ମଞ୍ଚ, ସମ୍ୱଲପୁରର ସହଯୋଗିତାରେ ଭୂତାପଡ଼ା ସ୍ଥିତ ସମ୍ବଲପୁର ପୂର୍ବ ବୈଦ୍ୟୁତିକ ବିଭାଗ କାର୍ୟ୍ୟାଳୟରେ ସଫଳତାର ସହିତ ରକ୍ତ ଦାନ ଶିବିର ଆୟୋଜନ କରାଯାଇଅଛି । ଏହି ରକ୍ତ ଦାନ ଶିବିରରେ, ଟିପିଡବ୍ଲୁଓଡିଏଲର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ। ଟିପିଡବ୍ଲୁଓଡିଏଲର ଅପରେସନ୍ ଏବଂ ରକ୍ଷଣାବେକ୍ଷଣ ବିଭାଗର କର୍ମଚାରୀ ଏବଂ ସ୍ଥାନୀୟ ଅଞ୍ଚଳରୁ ବହୁ ସଂଖ୍ୟକ ସ୍ୱେଚ୍ଛାସେବୀମାନେ ରକ୍ତ ଦାନ କରିଥିଲେ। ଏହି ଶିବିର ମାଧ୍ୟମରେ ପାଖାପାଖି ୧୬୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଅଛି।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories