www.samajalive.in
Sunday, December 14, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର..

ହେଲେ ଓଡିଶାରେ ରହିବନି ପ୍ରଭାବ..

- Advertisement -

ପ୍ରେସମିଟ କରି ସୂଚନା ଦେଲେ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା..

୨୬ରେ ପ୍ରକାଶ ପାଇବ ଦ୍ୱାଦଶ ପରୀକ୍ଷା ଫଳ..

ରେଜଲ୍ଟ ବାହାରିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା..

ବୁଦ୍ଧ ପୂର୍ଣ୍ଣିମା : ଶନିଙ୍କ ବିଶେଷ ଶୁଭ ଯୋଗ, କେଉଁ ରାଶିରେ ରହିବ କି ପ୍ରଭାବ, ଏହି ରାଶିଙ୍କ ଭାଗ୍ୟ ଚମକିବ.. 

୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

୨୫ରେ ପୁଣି ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ..

କେନ୍ଦୁଝର ଜିଲା ଚମ୍ପୁଆରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ସାମିଲ ହେଲେ ରାମାୟଣ ସିରିଏଲର ରାମ ବା ଅଭିନେତା ଅରୁଣ ଗୋଭିଲ୍‌‌..

ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ..

ଚାଣକ୍ୟ ନୀତି : ବାସ୍ ଏହି ଗୋଟିଏ ଉପାୟରେ ସବୁବେଳେ ରହିବେ ସୁସ୍ଥ ଓ ନିରୋଗ..

ବିଜେଡି ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର ..

ଭିଡିଓ ବାର୍ତ୍ତା ଜରିଆରେ ଦେଲେ ସୂଚନା..

ଖୋର୍ଦ୍ଧା ବେଗୁନିଆରେ ଅଘଟଣ..

ନିଖୋଜର ୧୦ ଦିନ ପରେ ପୋଲ ନିକଟରୁ ମିଳିଲା ଯୁବକ, ଯୁବତୀଙ୍କ ମୃତଦେହ..

ସ୍ମୋକ୍ ପାନ ଖାଇବା ପରେ କଣା ହୋଇଗଲା ନାବାଳିକାର ଅନ୍ତନଳୀ..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories