www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରୀନଗରର ଥଣ୍ଡା ୧୧ବର୍ଷର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ : ସମଗ୍ର ଉତ୍ତର ଭାରତରେ ଶୀତ ଲହରି ଜାରି ରହିଥିବାବେଳେ ଜାମ୍ମୁ-କାଶ୍ମୀରରେ ତାପମାତ୍ରା ୧୧ବର୍ଷର ରେକର୍ଡ ଭାଙ୍ଗିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଶ୍ରୀନଗରରେ ତାପମାତ୍ରା ବିଯୁକ୍ତ ୬.୮ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଥଣ୍ଡା ଯୋଗୁଁ ଡାଲ ହ୍ରଦ ବରଫ ପାଲଟି ଯାଇଥିବାବେଳେ ଘରୋଇ ଯୋଗାଣ ପାଇଁ ଥିବା ପାଣି ପାଇପ ମଧ୍ୟ ବରଫ ପାଲଟିଯାଇଛି। ଅମୃତସରର ତାପମାତ୍ରା ୧ଡିଗ୍ରୀ ଓ ରାଜଧାନୀ ଦିଲ୍ଲୀର ତାପମାତ୍ରା ୪.୬ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ସେହିପରି ଲେହରେ ତାପମାତ୍ରା ରବିବାର ରାତିରେ ବିଯୁକ୍ତ ୧୪.୭ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚଥିବାବେଳେ କାରଗିଲ୍‌ରେ ତାପମାତ୍ରା ବିଯୁକ୍ତ ୧୫.୩ ଡିଗ୍ରୀରେ ପହଞ୍ଚିଥିବା ପାଣିପାଗ ବିଭାଗ କହିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories