www.samajalive.in
Thursday, December 11, 2025
26.1 C
Bhubaneswar

୨ଟି ହାତୀ ଦାନ୍ତ ଜବତ କଲା ବନ ବିଭାଗ, ୧୦ ଗିରଫ

ଡେସ୍କ: ରାଉରକେଲା ବନ ବିଭାଗର ସ୍ଵତନ୍ତ୍ର ଟିମ୍ ବାଙ୍କୀ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ କେ. ବାଲାଙ୍ଗ ଅଞ୍ଚଳରୁ ୨ଟି ହାତୀ ଦାନ୍ତ ଜବତ କରିବା ସହ ୧୦ ଜଣକୁ ଗିରଫ କରିଛି। ଦୁଇଟି ହାତୀ ଦାନ୍ତ ମଧ୍ୟରୁ ଗୋଟିଏ ଦାନ୍ତର ଲମ୍ବ ୨୪ ଇଞ୍ଚ ଥିବା ବେଳେ ଅନ୍ୟ ଦାନ୍ତଟି ୨୨ ଇଞ୍ଚ ରହିଛି। ଦୁଇଟି ଯାକ ହାତୀ ଦାନ୍ତର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories