www.samajalive.in
Sunday, December 7, 2025
15.1 C
Bhubaneswar

କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୭୩.୪୧ ପ୍ରତିଶତ ମତଦାନ 

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଗତ ୨୦ ତାରିଖ ଦିନ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନରେ ସମୁଦାୟ ୨,୭୮,୦୫୫ ଭୋଟରଙ୍କ ମଧ୍ୟରୁ ୨,୦୪୧୨୪ ଭୋଟର ମତଦାନ କରିଥିବାବେଳେ, ସେଥି ମଧ୍ୟରୁ ପୁରୁଷ ଭୋଟର ୧୦୧୦୧୩, ମହିଳା ଭୋଟର ୧୦୩୦୯୫ ଅନ୍ୟ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ଏହି ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ମୁରିବାହାଲ, ବଙ୍ଗୋମୁଣ୍ଡା, ତୁରେକେଲା ଓ କଣ୍ଟାବାଞ୍ଜି ପୌରାଞ୍ଚଳର ୩୩୪ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯାଇଥିଲା । କଣ୍ଟାବାଞ୍ଜି ୭୦ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ, କଂଗ୍ରେସରୁ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କସହ ସମୁଦାୟ ୧୧ ଜଣ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ମେସିନରେ ସିଲ ହୋଇ ଟିଟିଲାଗଡ଼ ଡ଼ିଏଭି କଲେଜ ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ରଖାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories