www.samajalive.in
Sunday, December 14, 2025
23.1 C
Bhubaneswar

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories