www.samajalive.in
Monday, December 8, 2025
13.1 C
Bhubaneswar

ଡ୍ୟାମ୍‌ରେ ଡଙ୍ଗା ବୁଡି ଘଟଣା: ୫ ମୃତଦେହ ଠାବ, ଏବେବି ଜଣେ ନିଖୋଜ

ମହାରାଷ୍ଟ୍ର: ମହାରାଷ୍ଟ୍ର ପୁଣେରେ ଭୟଙ୍କର ଦୁର୍ଘଟଣା। ୨୧ ତାରିଖ ବିଳମ୍ବିତ ରାତିରେ ଉଜନୀ ଡ୍ୟାମରେ ଡଙ୍ଗା ବୁଡି ୬ଜଣ ବ୍ୟକ୍ତି ନିଖୋଜ ହୋଇଯାଇଥିଲେ। ଦୁର୍ଘଟଣାସ୍ଥଳରେ ଏନଡିଆରଏଫ୍ ଟିମ୍ ମୁତୟନ ରହି ଖୋଜାଖୋଜି ଜାରି ରଖିଥିଲେ। ବହୁ ପ୍ରଚେଷ୍ଟା ପରେ ୫ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏବେ ବି ଜଣେ ବ୍ୟକ୍ତି ନିଖୋଜ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଡଙ୍ଗାବୁଡିବାର କାରଣ ଜଣାପଡିନାହିଁ। ମୃତକଙ୍କ ମଧ୍ୟରେ ୩ ପୁରୁଷ, ଜଣେ ମହିଳା ଏବଂ ଦୁଇ ଜଣ ଶିଶୁ ଥିବା ସୂଚନା ମିଳିଛି। ଗତ ମଙ୍ଗଳବାର ରାତିରେ ପ୍ରବଳ ବର୍ଷା, ତୋଫାନ ପରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories