www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ – ରଣାଙ୍ଗନରେ ଲୋକସଭା ପାଇଁ ୬୪ ଓ ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ

ଡେସ୍କ: ମେ’ ୨୫ରେ ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଲୋକସଭା ପାଇଁ ୬୪ ଜଣ ଓ ବିଧାନସଭା ପାଇଁ ୩୮୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ନିର୍ବାଚନ ହେବାକୁ ଥିବା ସଂସଦୀୟ ଆସନ ମଧ୍ୟରୁ କେନ୍ଦୁଝର ଆସନ ଅନୁସୂଚିତ ଜାତି ବର୍ଗ ପାଇଁ ସଂରକ୍ଷିତ ଥିବା ବେଳେ ସମ୍ବଲପୁର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର ସଂସଦୀୟ ଆସନ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ। ସଂସଦୀୟ ଆସନ ପାଇଁ ପ୍ରତିଦ୍ୱନ୍ଦିତା କରୁଥିବା ୬୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯ ଜଣ ମହିଳା ଥିବା ବେଳେ ବିଧାନସଭା କ୍ଷେତ୍ର ପାଇଁ ମୋଟ ୩୮୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

https://samajalive.in/7-maoists-killed-in-encounter-with-security-forces-in-chhattisgarh/563214.html

- Advertisement -

ଅନ୍ୟପକ୍ଷରେ, ଏହି ପର୍ଯ୍ୟାୟ ନିର୍ବାଚନରେ ସଂସଦୀୟ କ୍ଷେତ୍ର ପାଇଁ ମୋଟ ୧୩ ହଜାର ୨୭୨ଟି ବାଲାଟ୍‌ ୟୁନିଟ୍, ୧୩ ହଜାର ୪୨୫ଟି କଣ୍ଟ୍ରୋଲ ୟୁନିଟ୍ ଓ ୧୪ ହଜାର ୪୨୭ଟି ଭିଭିପାଟ ପ୍ରସ୍ତୁତ ରହିଛି। ବିଧାନସଭା କ୍ଷେତ୍ର ମତଦାନ ପାଇଁ ୧୩ ହଜାର ୩୬୫ଟି ବାଲାଟ ୟୁନିଟ୍, ୧୩ ହଜାର ୫୧୮ଟି କଣ୍ଟ୍ରୋଲ ୟୁନିଟ୍ ଓ ୧୪ ହଜାର ୬୦୪ଟି ଭିଭିପାଟ୍ ପ୍ରସ୍ତୁତ ରହିଛି।

୨୫ରେ ରାଜ୍ୟରେ ଭୋଟ ଦେବେ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା, ପ୍ରସ୍ତୁତି ଚୂଡାନ୍ତ

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories