www.samajalive.in
Sunday, December 14, 2025
16.1 C
Bhubaneswar

ନରେନ୍ଦ୍ର ମୋଦୀ ଫ୍ୟାକ୍ଟର ନୁହେଁ, ସାଧାରଣ ଲୋକଙ୍କ ଫ୍ୟାକ୍ଟର – ଅରବିନ୍ଦ କେଜ୍ରିଓ୍ଵାଲ

ଡେସ୍କ: ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ ଦାବି କରିଛନ୍ତି ଯେ ଏଥର ଲୋକସଭା ନିର୍ବାଚନ ନରେନ୍ଦ୍ର ମୋଦୀ ଫ୍ୟାକ୍ଟରରେ ନୁହେଁ ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗରେ ଲଢ଼ାଯାଉଛି। ଏହି ସବୁ ସମସ୍ୟା ମଧ୍ୟରେ ରହିଛି ଦରବୃଦ୍ଧି ଓ ବେରୋଜଗାରୀ। ଏକ ହିନ୍ଦୀ ଖବରକାଗଜକୁ ସାକ୍ଷାତକାର ଦେଇ କେଜ୍ରିୱାଲ କହିଛନ୍ତି ଯେ ବିଜେପି ବିରୋଧୀ ନେତାଙ୍କ ବିରୋଧରେ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଅପବ୍ୟବହାର କରୁଛି। ବିଜେପି ମଧ୍ୟ ସଂରକ୍ଷଣକୁ ଶେଷ କରିବାକୁ ଚେଷ୍ଟା କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। ମୋହଲ୍ଲା କ୍ଲିନିକ, ମାଗଣା ବିଜୁଳି ଏବଂ ଦିଲ୍ଲୀର ସରକାରୀ ବିଦ୍ୟାଳୟର ଉନ୍ନତି ସମେତ ତାଙ୍କ ସରକାରଙ୍କ ଅନେକ ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ। ସେ ଦାବି କରିଛନ୍ତି, ଇଣ୍ଡି ମେଣ୍ଟ କ୍ଷମତାକୁ ଆସିଲେ ତାଙ୍କ ଦଳ ଗ୍ୟାରେଣ୍ଟି ପୂରଣ କରିବ।

ମହାରାଷ୍ଟ୍ର ବିସ୍ଫୋରଣ – ୮ ମୃତ, ୬୦ ଆହତ

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories