www.samajalive.in
Sunday, December 14, 2025
15.1 C
Bhubaneswar

ବଳାସିଙ୍ଗା ମହୁଲମୂଳ ମହିମା ଆଶ୍ରମ ଠାରେ ସନ୍ଥକବି ଭୀମ ଭୋଇ ଜୟନ୍ତୀ ପାଳିତ

ବୌଦ୍ଧ:  ବୌଦ୍ଧ ସଦର ବ୍ଲକ ବିଶ୍ୱ ପ୍ରସିଦ୍ଧ ସନ୍ଥ କବି ଭୀମ ଭୋଇଙ୍କ ଜ୍ଞାନ ପୀଠ ଐତିହାସିକ ମହୁଲ ମୂଳ ବଳାସିଙ୍ଗା ମହିମା ଆଶ୍ରମ ଠାରେ ମହିମା ବିକାଶ ପରିଷଦ ବଳାସିଙ୍ଗା ତରଫରୁ ସନ୍ଥ କବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ମହିମା ବିକାଶ ପରିଷଦ ସଭାପତି ବିଭୁତି ଭୂଷଣ ପ୍ରଧାନଙ୍କ ସଭାପତିତ୍ୱରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିବା ବେଳେ ସମ୍ପାଦକ ସାଧୁ କୁଳଧର ଦାସ ସମ୍ପାଦକୀୟ ବିବରଣୀ ପଠନ ସହିତ ସନ୍ଥ କବିଙ୍କ ଜୀବନୀ ଓ ତାଙ୍କର କାଳଜୟୀ ବାଣୀ, ସାହିତ୍ୟ ଓ ମହିମା ଧର୍ମ ଉପରେ ଆଲୋକପାତ କରିଥିଲେ।

ସାମାଜିକକର୍ମୀ କୃତ୍ତିବାସ ପଲିଆ ଅତିଥି ଭାବେ ଯୋଗ ଦେଇ ପ୍ରତ୍ବେକ ବର୍ଷ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳନ କରି ମହିମା ଆଶ୍ରମ ଭିତିଭୂମି ବିକାଶ ନିମନ୍ତେ ଜିଲା ପ୍ରଶାସନ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦୃଷ୍ଟି ଆକର୍ଷଣ ପୂର୍ବକ ସମସ୍ତ ଭକ୍ତଙ୍କୁ ସହଯୋଗ ନିମନ୍ତେ ଅନୁରୋଧ କରିଥିଲେ କ୍ଷ ଆଶ୍ରାମର ଅନ୍ୟତମ ସାଧୁ କୃଷ୍ଣ ଚନ୍ଦ୍ର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories