www.samajalive.in
Saturday, December 13, 2025
15.1 C
Bhubaneswar

କେଳାକଟା ଭୀମ ପାହାଡ଼ରେ ବୁଦ୍ଧ ଜୟନ୍ତୀ ପାଳିତ

ବୌଦ୍ଧ :  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ମଥୁରା ପଞ୍ଚାୟତ କେଳାକଟା ଭୀମ ପାହାଡ଼ ଠାରେ ଭଗବାନ ତଥାଗତ ଗୌତମ ବୁଦ୍ଧ ଶାନ୍ତି ପରିଷଦ ତରଫରୁ ବୁଦ୍ଧ ଜୟନ୍ତୀ ପାଳିତ ହୋଇଯାଇଛି। ପରିଷଦର ସମ୍ପାଦକ ନିର୍ଗୁଣ ମହାକୁଡ଼ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପରିଷଦର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସର୍ବ ପ୍ରଥମେ ପୂଜାର୍ଚ୍ଚନା, ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂ, ସମ୍ମାନୀତ ଅତିଥି ଭାବେ ଜିଲା ଉନ୍ନୟନ ପରିଷଦ ସଭାପତି ଚିତ୍ତରଞ୍ଜନ ଦାସ, ଜିଲା ବୁଦ୍ଧ ଜୟନ୍ତୀ କମିଟି ଆବାହକ ଦେବାଶିଷ ପୁରୋହିତ, ମଥୁରା ସେବା ସମବାୟ ସମିତି ସଭାପତି ବିନୟ ମେହେର,ସିଦ୍ଧାର୍ଥ ସାହିତ୍ୟ ସଂସଦ ଆବାହକ ଅଭିନଵ ପଟ୍ଟନାୟକ, ସମ୍ପାଦକ କୃତ୍ତିବାସ ପଲିଆ, ବୁଦ୍ଧ ଜୟନ୍ତୀ କମିଟି ସଦସ୍ୟ ତୃପ୍ତି ରଞ୍ଜନ ଦାନୀ, ଶୁଶାନ୍ତ କୁମାର ମହାପାତ୍ର,  ମିନୁ ମିଶ୍ର, ପ୍ରମୁଖ ଯୋଗଦେଇଥିଲେ କ୍ଷ , ସହ ସମ୍ପାଦଜ ନିରଞ୍ଜନ ପ୍ରଧାନ, ଉପଦେଷ୍ଟା ପ୍ରଭାତ ପ୍ରଧାନ, ଗୋବର୍ଦ୍ଧନ କର୍ଣ୍ଣ, ସୁନିଲ କୁମାର ପ୍ରଧାନ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories