www.samajalive.in
Monday, December 8, 2025
27.1 C
Bhubaneswar

ଭୋଟ ପାଇଁ ସମ୍ବଲପୁରରେ ୧୪୪ ଧାରା

ସମ୍ବଲପୁର: ଆସନ୍ତାକାଲି ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ କରାଯିବ। ଭୋଟ ପୂର୍ବରୁ ଏଠାରେ ୧୪୪ ଧାରା ଜାରି କରାଯାଇଛି। ୧୪୪ ଧାରା ଜାରି ହୋଇଥିବା ସୂଚନା ଦେଇଛନ୍ତି ସମ୍ବଲପୁର ପୁଲିସ ମୁଖ୍ୟ। କାଲି ମତଦାନ ଥିବାରୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୁଲିସ ଏହି ପଦକ୍ଷେପ ଗ୍ରହଣ କରିଥିବା ସୂଚନା ମିଳିଛି। ଆସନ୍ତା ୨୬ ତାରିଖ ସକାଳ ୧୦ଟା ଯାଏଁ ୧୪୪ ଧାରା ଲାଗୁ ହୋଇଛି। କେତେକ ସମ୍ବେଦନଶୀଳ ବୁଥରେ ସିଆରପିଏଫ୍‌‌ ଯବାନ ମୁତୟନ ରହିବେ ବୋଲି ସୂଚନା ମିଳିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories