www.samajalive.in
Friday, December 5, 2025
17.1 C
Bhubaneswar

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଭୁବନେଶ୍ୱର: ଶନିବାର ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ଏନେଇ ରାଜ୍ୟ ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା ସୂଚନା ଦେଇଛନ୍ତି। କାଲି ଓଡ଼ିଶା ଆସି, କୁଜଙ୍ଗ, ଆଳି ଏବଂ ବାଲେଶ୍ୱର ରେମୁଣାରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଲୋକସଭା ନିର୍ବାଚନ ଲାଗି ବିଜେପିର ଅନେକ କେନ୍ଦ୍ରୀୟ ନେତୃବୃନ୍ଦ ଲଗାତାର ଓଡ଼ିଶା ଆସି ପ୍ରଚାର କରୁଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories