www.samajalive.in
Saturday, December 6, 2025
26.1 C
Bhubaneswar

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ; କହିଲେ ମହାପ୍ରଭୁଙ୍କ ଆଶୀର୍ବାଦରୁ ସ୍ଥିର ସରକାର ଗଢିବ ବିଜେଡି

ଭୁବନେଶ୍ୱର: ରାଜଧାନୀ ଏରୋଡ୍ରମ୍‌‌ ୟୁପି ସ୍କୁଲ କେନ୍ଦ୍ର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ କରିବା ପରେ ସେଲଫି ପଏଣ୍ଟରେ ଫଟୋ ଉଠାଇଥିଲେ ମୁଖ୍ୟମନ୍ତ୍ରୀ। ଏହାସହିତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଗଣତନ୍ତ୍ରର ମହାନ୍ ପର୍ବରେ ସାମିଲ ହୋଇ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସମସ୍ତଙ୍କୁ ଭୋଟ ଦେବା ପାଇଁ ଅପିଲ କରିଛନ୍ତି। ବିଜେଡିର ବଡ ବିଜୟ ହେବ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଏକ ସ୍ଥିର ସରକାର ଗଠନ ହେବେ ବୋଲି ଦୃଢୋକ୍ତି ବାଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories