www.samajalive.in
Tuesday, December 9, 2025
23.1 C
Bhubaneswar

ତୃତୀୟ ପର୍ଯ୍ୟାୟରେ ହେଭିୱେଟ୍‌‌ ନେତାଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯାଉଛି। ଏହି ପର୍ଯ୍ୟାୟରେ ବହୁ ହେଭିୱେଟ୍‌‌ଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ଭୋଟର। ବିଜେଡିର ସମ୍ବଲପୁର ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଓ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ, କଟକ ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ସନ୍ତୃପ୍ତ ମିଶ୍ର ଓ ବିଜେପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ, ପୁରୀ ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର, ଢେଙ୍କାନାଳ ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଅବିନାଶ ସାମଲ ଓ ବିଜେପି ପ୍ରାର୍ଥୀଙ୍କ ରୁଦ୍ର ନାରାୟଣ ପାଣିଙ୍କ ମଧ୍ୟରେ କଡା ମଧ୍ୟରେ ଟକ୍କର ହେଉଛି।
ସେହିପରି ବିଧାନସଭା ଆସନରେ ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ବଦ୍ରି ନାରାୟଣ ପାତ୍ର, ଜୟନାରାୟଣ ମିଶ୍ର, ପ୍ରଶାନ୍ତ ଜଗଦ୍ଦେବ, ଜୟଦେବ ଜେନା, ସୋଫିଆ ଫିର୍‌‌ ଦୌସ୍‌‌ ଓ ଉପାସନା ମହାପାତ୍ରଙ୍କ ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories