www.samajalive.in
Friday, December 5, 2025
17.1 C
Bhubaneswar

ମେଡିକାଲରେ ନିଆଁ, ୬ ଶିଶୁ ମୃତ

ନୂଆଦିଲ୍ଲୀ: ଦିଲ୍ଲୀରେ ଘଟିଛି ଏକ ଅଘଟଣ। ପୂର୍ବ ଦିଲ୍ଲୀ ବିବେକ ବିହାରରେ ଥିବା ଏକ ଶିଶୁ ମେଡିକାଲରେ ନିଆଁ ଲାଗି ଏତେ ବଡ ଅଘଟଣ ହୋଇଛି। ଗତକାଲି ମଧ୍ୟରାତ୍ରିରେ ମେଡିକାଲରେ ନିଆଁ ଲାଗି ଯାଇଥିଲା। ଫଳରେ ଚାହୁଁ ଚାହୁଁ ପୁରା ବିଲ୍ଡିଂ ଟି ହୁତ୍‌ହୁତ୍‌ ହୋଇ ଜଳିବାକୁ ଲାଗିଲା। ଅଗ୍ନିଶମବାହିନୀ ପହଞ୍ଚି ୧୧ଜଣ ଶିଶୁଙ୍କୁ ଉଦ୍ଧାର କରିଥିବାବେଳେ ୬ ଜଣ ଶିଶୁ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ଘଟଣାକୁ ନେଇ ଏବେ ତଦନ୍ତ ଆରମ୍ଭ ହୋଇଛି। ନିଆଁ କେମିତି ଲାଗିଲା, ଅଗ୍ନିକାଣ୍ଡର ପ୍ରମୂଖ କାରଣ କଣ ସେଦିଗରେ ଖୋଳତାଡ କରାଯାଉଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories