www.samajalive.in
Saturday, December 13, 2025
14.1 C
Bhubaneswar

ବଜ୍ରାଘାତରେ ବଳଦ ମୃତ

ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଂଚାୟତ ଅଞ୍ଚଳରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ତୋଫାନ ହୋଇଥିବା ବେଳେ ଏଥିରେ ଗୋଟିଏ ବଳଦର ମୃତ୍ୟୁ ଘଟିଛି। ଖବର ଅନୁଯାୟୀ, ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ିରେ ଲାଞ୍ଜି ପଂଚାୟତ ଦଣ୍ଡିଗୁଡା ଗାଁର ଗୁଲା ମାଝୀଙ୍କ ଗୋଟିଏ ବଳଦ ଚରିବାକୁ ଯାଇଥିବା ବେଳେ ବଜ୍ରାଘାତରେ ପ୍ରାଣ ହରାଇଥିଲା। ଦୀର୍ଘ ସମୟ ଧରି ବଳଦ ନଫେରିବାରୁ ଗୁଲା ଆଖପାଖରେ ଖୋଜାଖୋଜି କଲାବେଳେ ନିକଟସ୍ଥ ଜଙ୍ଗଲରେ ବଳଦଟି ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ଆଗକୁ ଚାଷ ଋତୁ ଆସୁଥିବାବେଳେ ବଳଦଟି ବଜ୍ରାଘାତରେ ମରିଯିବାରୁ କୁଲିମଜୁରୀ ଓ ଚାଷକାମ କରୁଥିବା ଗୁଲା ମାଝୀ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories