www.samajalive.in
Monday, December 8, 2025
14.1 C
Bhubaneswar

ଜଗନ୍ନାଥ ରଥ ସାରଥୀଙ୍କ ପରଲୋକ

ଆଠଗଡ: ଆଠଗଡର ଆରାଧ୍ୟ ପ୍ରଭୁ ଅଟ୍ଟାଳି ଜଗନ୍ନାଥଙ୍କ ରଥର ସାରଥୀ (ଡାହୁକ) ଦିବାକର ରଣା (୭୨)ଙ୍କର ପରଲୋକ ଘଟିଛି। ୧୯୮୩ ରୁ ୨୦୧୯ ପର୍ଯ୍ୟନ୍ତ ଜଗନ୍ନାଥଙ୍କ ରଥର ସାରଥୀ ଥିବା ଶ୍ରୀ ରାଣାଙ୍କର ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ତାଙ୍କ ଯୋରନ୍ଦାସ୍ଥିତ ବାସଭବନରେ ବିୟୋଗ ଘଟିଛି। ତାଙ୍କ ପରଲୋକରେ ଯୋରନ୍ଦା ସମେତ ଆଖପାଖ ଗ୍ରାମ ଓ ଆଠଗଡର ଜଗନ୍ନାଥ ଭକ୍ତଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories