www.samajalive.in
Sunday, December 14, 2025
15.1 C
Bhubaneswar

ସଡକ ଦୁର୍ଘଟଣାରେ ଡାଟା ଏଣ୍ଟ୍ରି ଅପରେଟରଙ୍କ ମୃତ୍ୟୁ

ଗୁଣପୁର: ରାୟଗଡା ଜିଲ୍ଲା ଗୁମୁଡା ଯିବା ରାସ୍ତାରେ ସ୍ଥାନୀୟ  ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ନିକଟରେ ଅଭାବନୀୟ ଘଟଣା ଘଟିଛି। ଦୁର୍ଘଟଣାରେ ଉକ୍ତ କାର୍ଯ୍ୟାଳୟର ଡାଟାଏଣ୍ଟ୍ରି ଅପରେଟରଙ୍କର ମୃତ୍ୟୁ ଘଟିଛି। ମୃତକ ପାଲିଆ ସାହିର ସିମାଞ୍ଚଳ ନାୟକଙ୍କ ପୁଅ ରାଜେନ୍ଦ୍ର ନାୟକ ବୋଲି ଜଣାପଡିଛି।   ସୋମବାର ରାତିରେ ରାଜେନ୍ଦ୍ର ଖାଇ ସାରି  କାର୍ଯ୍ୟାଳୟ ନିକଟସ୍ଥ ରାସ୍ତାରେ ଚଲାବୁଲା କରୁଥିଲେ।  ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  ଅନ୍ୟପକ୍ଷରେ ଦୁର୍ଘଟଣାରେ ବାଇକ ଚାଳକ  ଯୁବକ ଜଣଙ୍କ ମଧ୍ୟ ଗୁରୁତର ଆହାତ ହୋଇଥିବା ଜଣାପଡିଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories