www.samajalive.in
Sunday, December 14, 2025
23.1 C
Bhubaneswar

ମହିଳାଙ୍କ ଉପରେ ମାଡିଗଲା ଓଏସଆରଟିସି ବସ୍‌

କେନ୍ଦ୍ରାପଡା: କେନ୍ଦ୍ରାପଡା ଚାନ୍ଦୋଳ ବଜାରରେ ଅଭାବନୀୟ ଘଟଣା ଘଟିଛି। ଓଏସଆରଟିସି ବସ୍ ଧକ୍କାରେ ସ୍କୁଟି ଆରୋହୀ ମହିଳାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଆଜି ସକାଳେ ଓଏସଆରଟିସି ବସ୍‌ଟି କେନ୍ଦ୍ରାପଡାରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ସ୍କୁଟି ଆରୋହୀଙ୍କ ସହ ଧକ୍କା ହୋଇଥିଲା। ସ୍କୁଟିରେ ଥିବା ମହିଳା ଜଣକ ତଳେ ପଡିଯାଇଥିଲେ। ଏବଂ ଓଏସଆରଟିସି ବସ୍‌ଟି ମହିଳାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories