www.samajalive.in
Saturday, December 6, 2025
26.1 C
Bhubaneswar

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗୁରୁତର ଅସୁସ୍ଥ

ଭୁବନେଶ୍ବର : ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମଙ୍ଗଳବାର ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ତୁରନ୍ତ ତାଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଥିଲା ।

ମାରୁତି ସୁଜୁକିର ଏହି କାର୍ ହେଲା କର ମୁକ୍ତ ! ୧.୧୦ ଲକ୍ଷ ଟଙ୍କା ସଞ୍ଚୟ କରିପାରିବେ ଗ୍ରାହକ

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories