www.samajalive.in
Friday, December 12, 2025
14.1 C
Bhubaneswar

ସ୍ନାତକୋତ୍ତର ଶ୍ରେଣୀରେ ନାମ ଲେଖାଇବା ପାଇଁ ଆବେଦନ କଲେ ୬୩ ହଜାର ୧୪୮ ଛାତ୍ରଛାତ୍ରୀ

ଡେସ୍କ: ରାଜ୍ୟର ୧୧୩ଟି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଶ୍ରେଣୀରେ ନାମ ଲେଖାଇବା ପାଇଁ ଏକକ ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଆବେଦନ ଶେଷ ହୋଇଛି। ଏଥିପାଇଁ ମେ’ ୨୭ ଶେଷ ତାରିଖ ଥିଲା। ଉଚ୍ଚ ଶିକ୍ଷା ବିଭାଗ ସୂଚନା ଅନୁଯାୟୀ, ମୋଟ ୨୮ ହଜାର ୯୨୬ଟି ଆସନ ପାଇଁ ୬୩ ହଜାର ୧୪୮ ଜଣ ଆବେଦନ କରିଛନ୍ତି। ଏଥିପାଇଁ ଆସନ୍ତା ଜୁଲାଇ ୩ରୁ ୧୪ ଯାଏଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆବେଦନ କରିଥିବା ଛାତ୍ରଛାତ୍ରୀମାନେ ଜୁନ ୨୨ ତାରିଖ ପୂର୍ବାହ୍ନ ୧୧ଟା ପରେ ସାମ୍ସ ପୋର୍ଟାଲରୁ ଆଡମିଟ କାର୍ଡ ଡାଉନଲୋଡ଼ କରିପାରିବେ।

ସୂଚନା ଅନୁଯାୟୀ, ଚଳିତ ବର୍ଷ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଏହି ପ୍ରକ୍ରିୟାରେ ସାମିଲ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories