www.samajalive.in
Monday, December 8, 2025
13.1 C
Bhubaneswar

ଯାତ୍ରୀବାହି ବସ ଓଲଟି ୩ ମୃତ, ୨୦ ଆହତ

ଫୁଲବାଣୀ: ଫିରିଙ୍ଗିଆ କାଳିଆସାହି ନିକଟରେ ଗୋଟିଏ ବସ ଓଲଟି ପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ବସଟି ମୁନିଗୁଡ଼ାରୁ ଫୁଲବାଣୀ ଆସୁଥିବାବେଳେ ଫିରିଙ୍ଗିଆ କାଳିଆସାହି ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଅଗ୍ନିଶମ ବାହିନୀ ଓ ପୁଲିସ ପକ୍ଷରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା। ଦୁର୍ଘଟଣାରେ ଗୁରୁତର ହୋଇଥିବା ଯାତ୍ରୀମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଫୁଲବାଣୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ଫିରିଙ୍ଗିଆ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories