www.samajalive.in
Monday, December 8, 2025
20.1 C
Bhubaneswar

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ: କରିବେ ମାରାଥନ୍ ପ୍ରଚାର

ଭୁବନେଶ୍ଵର: ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ ଜୋରଦାର ହୋଇଛି କ୍ୟାମ୍ପେନ୍। ଆଜି ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରିପଦା , ବାଲେଶ୍ଵର ଓ କେନ୍ଦ୍ରାପଡାରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ବାରିପଦାରେ କ୍ୟାମ୍ପେନ୍ କରିବେ। ଅପରାହ୍ନ ୧ଟା ସମୟରେ ବାରିପଦା ଛଉ ପଡିଆରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ। ପରେ ଅପରାହ୍ନ ୨ଟା ୩୦ରେ ବାଲେଶ୍ଵରରେ ମୋଦୀଙ୍କ ନିର୍ବାଚନୀ ସଭା ରହିଛି। ଶେ​‌ଷରେ ଅପରାହ୍ନ ୪ଟା ୩୦ରେ କେନ୍ଦ୍ରାପଡାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୩ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories