www.samajalive.in
Tuesday, December 9, 2025
17.1 C
Bhubaneswar

ଏ ଗ୍ରେଡରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲାପାଳଙ୍କ ସମ୍ବର୍ଦ୍ଧନା

ମାଲକାନଗିରି: ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ ଗ୍ରେଡରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲାପାଳ ପାବାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଓ ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲ। ବିଶେଷ କରି ମାଲକାନଗିରି ଜିଲ୍ଲା ବାଲିିମେଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଦୁଇଜଣ ଛାତ୍ର ଚିନ୍ମୟ ପ୍ରସାଦ ପଣ୍ଡା ଓ ରଂଜନ ବେହେରା ଉଭୟ ୫୫୨ ମାର୍କ ରଖି ଯୁଗ୍ମ ଟପର ହୋଇଥିବାରୁ ଏମାନଙ୍କ ସହ ବିନିତ ବିଶ୍ୱାସ ୫୫୧ ନମ୍ବର ରଖି ଦ୍ୱିତୀୟ ଟପର ହୋଇଥିବା ଏବଂ ୫୪୮ ମାର୍କ ରଖି ତୃତୀୟ ସ୍ଥାନରେ ଥିବା ଶ୍ରଦ୍ଧାଂଜଳୀକୁ ସମ୍ବର୍ଦ୍ଧିତ କରାଯାଇଥିଲ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories