www.samajalive.in
Sunday, December 14, 2025
19.1 C
Bhubaneswar

ବାଣ ଫୁଟାଇବା ବେଳେ ଅଘଟଣ – ୨୦ ଆହତ, ୮ ଗୁରୁତର

ପୁରୀ: ପୁରୀରେ ବାଣ ଫୁଟାଇବା ବେଳେ ନିଆଁ ଲାଗିଯାଇ ୨୦ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କ ମଧ୍ୟରେ ୮ ଜଣ ଗୁରୁତର ଅଛନ୍ତି। ବୁଧବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ଏହି ଘଟଣା ଘଟିଛି। ଆହତମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories