www.samajalive.in
Monday, December 8, 2025
13.1 C
Bhubaneswar

ଏସବୁ ଜିନିଷ ଉତ୍ତର ଦିଗରେ ରଖିବା ଅଶୁଭ; ଘରେ କଦାପି ରହିବନି ଟଙ୍କା, ପକେଟ୍ ହେବ ଖାଲି..

ବାସ୍ତୁ ଶାସ୍ତ୍ର ଅନୁସାରେ ଘରର ଉତ୍ତର ଦିଗରେ କିଛି ଜିନିଷ ରଖିବାକୁ ବାରଣ କରାଯାଇଛି। ଘରର ଉତ୍ତର ଦିଗର ସମ୍ବନ୍ଧ ଧନର ଦେବୀ ମା’ଲକ୍ଷ୍ମୀ ଓ କୁବେର ଭଗବାନଙ୍କ ସହ ଜଡିତ।
ବାସ୍ତୁ ଅନୁଯାୟୀ, ଉତ୍ତର ଦିଗରେ କିଛି ଏପରି ଜିନିଷ ରହିଛି, ଯାହାକୁ ରଖିବା ଦ୍ୱାରା ଆର୍ଥିକ କ୍ଷେତ୍ରରେ ସମସ୍ୟାର ସାମ୍ନା କରିବାକୁ ପଡିଥାଏ।

ଜୁନ୍ ୨୦୨୪; ୫ ଗ୍ରହଙ୍କ ରାଶି ପରିବର୍ତ୍ତନ, ୫ରାଶିଙ୍କ ପୂରା ବଦଳି ଯିବ ଭାଗ୍ୟ, ସବୁ ଇଚ୍ଛା ହେବ ପୂରଣ..

- Advertisement -

ବାସ୍ତୁ ଅନୁଯାୟୀ, ଦେବୀ-ଦେବତାଙ୍କ ଏହି ଦିଗ ହୋଇଥିବାରୁ ଏଠାରେ କଦାପି ଜୋତା-ଚପଲ ରଖନ୍ତୁ ନାହିଁ। ଏହାଦ୍ୱାରା ଦେବୀ-ଦେବତାଙ୍କୁ ଅପମାନ ହୋଇଥାଏ।

ଲଗାତାର ଏପରି କରିବା ଦ୍ୱାରା ଆର୍ଥିକ କ୍ଷେତ୍ରରେ ସମସ୍ୟା ଲାଗି ରହିବା ସହ ଅଯଥାରେ ଟଙ୍କା ଖର୍ଚ୍ଚ ହୋଇଥାଏ। ଯେତେ ରୋଜଗାର କଲେ ବି ନିଅଣ୍ଟ ହୋଇଥାଏ।

ଉତ୍ତର ଦିଗକୁ ସର୍ବଦା ସ୍ୱଚ୍ଛ ରଖନ୍ତୁ। ଏହାଦ୍ୱାରା ମା’ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିଥାଏ।

ଉତ୍ତର ଦିଗରେ ଓଜନିଆ ଜିନିଷ ମଧ୍ୟ ରଖନ୍ତୁ ନାହିଁ। ଏହାଦ୍ୱାରା ଘରେ ସୁଖସମୃଦ୍ଧିରେ ବାଧା ସୃଷ୍ଟି ହେବା ସହ ଘରେ ନକରାତ୍ମକ ଶକ୍ତି ପ୍ରବେଶ କରିଥାଏ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories