www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଜମ୍ମୁକାଶ୍ମୀରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି.. ଭଗବାନଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ୧୫୦ଫୁଟ ତଳକୁ ଖସି ପଡ଼ିଲା ବସ.. ୧୫ଜଣ ତୀର୍ଥଯାତ୍ରୀ ମୃତ..

ଆଜମ ଖାଁଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ, ୧୪ ଲକ୍ଷ ଜରିମାନା..

- Advertisement -

ପ୍ରଫେସର ଶ୍ୟାମ ସୁନ୍ଦର ଦାସ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର ନୂଆ କୂଳପତି..

୬ ମାସ ପୂର୍ବରୁ ବ୍ରିଟିଶ ପାର୍ଲାମେଣ୍ଟ ଭଙ୍ଗ କଲେ ଋଷି ସୁନକ୍.. ଜୁଲାଇ ୪ରେ ନିର୍ବାଚନ..

ସିମୁଳିଆରେ ରାହୁଲ ଗାନ୍ଧୀଙ୍କ ପ୍ରଚାର.. କହିଲେ ବିଜେଡି-ବିଜେପି ଚିନ୍ତାଧାରା ଗୋଟିଏ..

ପୁରୀ ବାଣ ବିସ୍ଫୋରଣ ଘଟଣା.. ଶୋକ ପ୍ରକାଶ କଲେ ରାଷ୍ଟ୍ରପତି..

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ..

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା.. ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ବାଣ ବିସ୍ଫୋରଣ ଘଟଣା.. ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

ଜାତୀୟ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସାକ୍ଷାତକାର.. ମୋ ଉତ୍ତରାଧିକାରୀ କାର୍ତ୍ତିକ ପାଣ୍ଡିଆନ ନୁହଁନ୍ତି କହିଲେ ନବୀନ.. ଉତ୍ତରାଧିକାରୀ ଓଡ଼ିଶାବାସୀ ବାଛିବେ.. ଚଳିତ ନିର୍ବାଚନରେ ବିଜେଡି ସଂଖ୍ୟା ଗରିଷ୍ଠତା ପାଇବ..

ରାଜ୍ୟରେ ଅସହ୍ୟ ତାତି.. ଦିନ ସାଢେ ୨ଟାରେ ୪୬ ଡିଗ୍ରୀ ଟପିଲା ତାପମାତ୍ରା..

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories