www.samajalive.in
Saturday, December 6, 2025
15.1 C
Bhubaneswar

ବୁଥ୍ ରେ ଟଳି ପଡି ବୃଦ୍ଧଙ୍କ ମୃତ୍ୟୁ

ନୀଳଗିରି : ବାଲେଶ୍ଵର ଜିଲା ନୀଳଗିରି ନିର୍ବାଚନ ମଣ୍ଡଳୀ ଅଧୀନ ଈଶ୍ୱରପୁର ପଞ୍ଚାୟତ ୧୫୯ ନଂ ବୁଥ୍‌ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପତ୍ନୀଙ୍କ ସହ ୬୮ବର୍ଷର ବୃଦ୍ଧ ସୁରେନ୍ଦ୍ର ମହାନ୍ତି ଭୋଟ ଦେବାକୁ ଆସି ବୁଥ୍ ରେ ଟଳି ପଡ଼ିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ଈଶ୍ବରପୁର ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଆଜି ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେଉଥିବା ଯୋଗୁ ଅଂଶୁଘାତରେ ବୃଦ୍ଧଙ୍କ ଜୀବନ ଯାଇଥିବା ଅନୁମାନ କରାଯାଉଛି । ବୃଦ୍ଧଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକ ପ୍ରକାଶ ପାଇଛି।

 

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories