www.samajalive.in
Thursday, December 11, 2025
18.1 C
Bhubaneswar

ପୁରୀ ବାଣ ବିସ୍ଫୋରଣ ଜନିତ ଅଗ୍ନିକାଣ୍ଡ ଘଟଣା – ଜୁନ ୫ରେ ବସିବ ତଦନ୍ତ କମିଟି ବୈଠକ

ଡେସ୍କ: ଗତ ମେ’ ୨୯ରେ ପୁରୀ ନରେନ୍ଦ୍ର ପୁଷ୍ପରିଣୀଠାରେ ଭଉଁରୀ ଯାତ୍ରା ଘଟିଥିବା ବାଣ ବିସ୍ଫୋରଣ ଜନିତ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ହେବ। ରାଜ୍ୟ ଗୃହ ବିଭାଗର ନିର୍ଦ୍ଦେଶ ପରେ ଅତିରିକ୍ତ ସ୍ୱତନ୍ତ୍ର ରିଲିଫ୍‌‌ କମିଶନର ପଦ୍ମନାଭ ବେହେରା ପୁରୀ ଜିଲାପାଳଙ୍କୁ ଏ ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ରାଜ୍ୟରେ ୪୯୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା – ଅପରାହ୍ନ ୩ଟା ସୁଦ୍ଧା ୪୯.୭୭% ମତଦାନ

- Advertisement -

ନିର୍ଦ୍ଦେଶନାମା ଅନୁଯାୟୀ, ଜୁନ ୫ ତାରିଖ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ପୁରୀ ସ୍ୱତନ୍ତ୍ର ସର୍କିଟ୍‌‌ ହାଉସ୍‌‌ରେ ଏହି ଘଟଣାର ତଦନ୍ତ କରାଯିବ। ଏଥିରେ ମନ୍ଦିର ପ୍ରଶାସନ, ପୁଲିସ୍‌‌ ଅଧିକ୍ଷକ, ପୁରୀ ସହକାରୀ ଅଗ୍ନିଶମ ଅଧିକାରୀ, ପ୍ରତ୍ୟକ୍ଷଦର୍ଶୀ ଏବଂ ଘଟଣା ସହ ଜଡିତ ଲୋକଙ୍କୁ ଏହି ତଦନ୍ତ ସମୟରେ ଉପସ୍ଥିତ ରହିବାକୁ ଅବଗତ କରାଯାଇଛି। ଏହି ବିସ୍ଫୋରଣ ଘଟଣାରେ ଏ ପର୍ଯ୍ୟନ୍ତ ୯ ଜଣଙ୍କ ମୃତ୍ୟୁ ଘଟିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories