www.samajalive.in
Thursday, December 11, 2025
26.1 C
Bhubaneswar

ମୌସୁମୀ ପ୍ରଭାବ – କେରଳରେ ହେଉଛି ପ୍ରବଳ ବର୍ଷା

ଡ଼େସ୍କ: କେରଳରେ ପ୍ରବଳ ବର୍ଷା ଜାରି ରହିଛି। ତ୍ରିସୁର, ମାଲାପୁରମ୍ ଓ କୋଝିକୋଡ଼ ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ଇଡୁକ୍କି, ପାଲକ୍କଡ ଓ ୱାୟନାଡ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଲାପୁଜା, କୋଟ୍ଟାୟମ, ଏର୍ଣ୍ଣାକୁଲମ୍, ପଥାନମଥିଟ୍ଟା, କନ୍ନୁର ଏବଂ କାସରଗୋଡ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୁଧୁରୁଛି ମଣିପୁର ବନ୍ୟା ପରିସ୍ଥିତି

- Advertisement -

ଲଗାଣ ବର୍ଷା ଯୋଗୁଁ ଅନେକ ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବା ସୂଚନା ମିଳିଛି। ତ୍ରିସୁର, ମାଲାପୁରମ ଓ ଏର୍ଣ୍ଣାକୁଲମରେ ସ୍ଥିତି ବିଗିଡ଼ିଯାଇଛି। ପ୍ରଭାବିତ ଅଞ୍ଚଳରେ ରିଲିଫ୍ କ୍ୟାମ୍ପ ଖୋଲାଯାଇଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସତର୍କ ସୂଚନା ଜାରି କରିଛନ୍ତି। ମତ୍ସ୍ୟଜୀବୀମାନଙ୍କୁ କେରଳ ଓ ଲାକ୍ଷାଦ୍ୱୀପ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ଆଫଗାନିସ୍ତାନରେ ଡଙ୍ଗା ବୁଡ଼ି ୨୦ ମୃତ

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories