ରାଇରଙ୍ଗପୁର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୁଧବାର ଦିନ ତିରିଂ ଥାନା ଖେସେଲଡିହ ଗ୍ରାମ ନିକଟ ଜଙ୍ଗଲରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତିରିଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏହାସହ ତଦନ୍ତ ଆରମ୍ଭ କରିଛି।
ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର
Popular Categories



