www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟ ଦୌଡ କୁଦ ପ୍ରତିଯୋଗିତାରେ ସମ୍ବଲପୁର ଦଳ

ସମ୍ବଲପୁର: ରାଜ୍ୟର ୭୦ତମ ଦୌଡକୁଦ ପ୍ରତିଯୋଗିତାରେ ସମ୍ବଲପୁରରୁ ଏକ ୩୩ ଜଣିଆ ଦଳ ଅଂଶଗ୍ରହଣ କରୁଛନ୍ତି। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଶନିବାର ଠାରୁୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ଜିଲାରୁ ଉଭୟ ପୁରୁଷ ଓ ମହିଳା ବିଭାଗରେ ୟୁ – ୧୪, ୟୁ – ୧୬ ଏବଂ ୟୁ – ୧୮ ବୟସ ବର୍ଗରେ କ୍ରିଡାବିତ ମାନେ ବିଭିନ୍ନ କ୍ରିଡାରେ ଭାଗ ନେଉଛନ୍ତି। ଦଳର ପରିଚାଳିକା ଦାୟିତ୍ୱ ରେଖା ଦେ ଓ କୋଚ ପ୍ରତି ପୋଢ଼ ରହିଛନ୍ତି ଏବଂ ଦଳ ରେଳ ଯୋଗେ ସମ୍ବଲପୁରରୁ ଭୁବନେଶ୍ୱରକୁ ଯାତ୍ରା କରିଛି। ଦଳକୁ ସମ୍ବଲପୁର ଜିଲା କ୍ରିଡା ସଂଘର ସାଧାରଣ ସମ୍ପାଦକ ସୁନୀଲ କୁମାର ସାହୁ, କୋଷାଧ୍ୟକ୍ଷ ଉମାପତି ତ୍ରିପାଠୀ ଏବଂ କ୍ରିଡା ସମ୍ପାଦକ ବିକାଶ ମିଶ୍ର ଶୁଭେଚ୍ଛା ଜଣାଇ ସଫଳତା କାମନା କରିଛନ୍ତି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories