www.samajalive.in
Saturday, December 6, 2025
15.1 C
Bhubaneswar

୫ ଦିନ ପ୍ରଚଣ୍ଡ ଗୁଳୁଗୁଳି !

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଛି। ଆସନ୍ତା ୫ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ। ଉପକୂଳ ଓଡିଶାରେ ପ୍ରବଳ ଗୁଳୁଗୁଳି ଓ ତାତି ରହିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୩ ଦିନ ଯାଏଁ ପଶ୍ଚିମ ଓଡିଶାରେ ହିଟଓ୍ବେଭ୍ ଜାରି ରହିବ। ହିଟଓ୍ବେଭ୍ ନେଇ ବଲାଙ୍ଗୀର, ବରଗଡ ଜିଲ୍ଲାକୁ କମଳା ସତର୍କତା ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନୂଆପଡା, ସୁବର୍ଣ୍ଣପୁର ଜିଲ୍ଲାକୁ ହଳଦିଆ ସତର୍କତା ଜାରି କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଓଡିଶାକୁ ମୌସୁମୀ ଆସିବା ନେଇ କୌଣସି ଆକଳନ କରାଯାଇନି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories