www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାରାଥନ୍‌ ବୈଠକ: ୧୦୦ ଦିନର ଏଜେଣ୍ଡା ନେଇ କରିବେ ସମୀକ୍ଷା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଏକଜିଟ୍ ପୋଲ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୧୦୦ ଦିନର ଏଜେଣ୍ଡା ନେଇ ଆଜି ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ ।  ୭ଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଠକ କରିବେ। ପ୍ରଥମେ ବାତ୍ୟା ପରବର୍ତ୍ତୀ ସ୍ଥିତି ପ୍ରସଙ୍ଗରେ ଆଲୋଚନା କରିବାର ସୂଚନା ରହିଛି। ପରେ ଦେଶରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ନେଇ ଆଲୋଚନା କରିବେ। ବିଶ୍ଵ ପରିବେଶ ଦିବସ ପାଳନ ନେଇ ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ପରେ, ନୂଆ ସରକାରଙ୍କ ୧୦୦ ଦିନିଆ କାର୍ଯ୍ୟକ୍ରମର ଏଜେଣ୍ଡା ସମୀକ୍ଷା କରିବା ପାଇଁ ମୋଦୀ ବୈଠକ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories