www.samajalive.in
Tuesday, December 9, 2025
16.1 C
Bhubaneswar

ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ବର : ଓଡ଼ିଶା ବିଧାନସଭା ଭଙ୍ଗ କରିଛନ୍ତି ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ସୋମବାର ବିଜେଡି ସରକାରଙ୍କ ପଞ୍ଚମ ପାଳିର ଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ କରିବା ପାଇଁ କ୍ୟାବିନେଟ୍ ନିଷ୍ପତ୍ତି ନିଆଯାଇଥିଲା । ତେବେ ସୁପାରିଶ ପରେ ରାଜ୍ୟପାଳ ବିଧାନସଭା ଭଙ୍ଗ କରିଛନ୍ତି । କହିରଖୁଛୁ ଆସନ୍ତାକାଲି ଜୁନ ୪ରେ ଲୋକସଭା ଓ ବିଧାନସଭା ୨୦୨୪ର ରେଜଲ୍ଟ ଆସିବାକୁ ଯାଉଛି । ଭୋଟ ଗଣତି ପୂର୍ବରୁ ସୋମବାର ଶେଷ ବୈଠକ ବସିଥିଲା ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories