www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦ୍ରାପଡା ଓ ସମ୍ବଲପୁର ଲୋକସଭାରେ ବିଜେପି ଆଗୁଆ

ଭୁବନେଶ୍ୱର: ଲୋକସଭା ଆସନରେ ଓଡ଼ିଶାରେ ଆଗୁଆ ରହିଛି ବିଜେପି। କେନ୍ଦ୍ରାପଡା ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଓ ସମ୍ବଲପୁର ଆସନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗୁଆ ରହିଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରୁ ଉଭୟ ବଡ ନେତା ଆଗୁଆ ରହିଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories