www.samajalive.in
Sunday, December 7, 2025
16.1 C
Bhubaneswar

ଭବାନୀପାଟଣାରେ କଂଗ୍ରେସ ଆଗୁଆ

ଭବାନୀପାଟଣା : ଭବାନୀପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦ୍ଵିତୀୟ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ସାଗର ଚରଣ ଦାସ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଲଳିତା ନାଏକ ଦ୍ଵିତୀୟ ଏବଂ ବିଜେପି ପ୍ରାର୍ଥୀ ପ୍ରଦୀପ୍ତ ନାଏକ ତୃତୀୟ ସ୍ଥାନରେ ଅଛନ୍ତି। ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀରେ ବିଜେପିର ରମେଶ ମାଝୀ ଆଗୁଆ ଥିବବେଳେ ବିଜେଡିର ପ୍ରଦୀପ ଦିଶାରି ଦ୍ଵିତୀୟ ଏବଂ କଂଗ୍ରେସର ବଳଭଦ୍ର ମାଝି ତୃତୀୟ ସ୍ଥାନରେ ଅଛନ୍ତି। ନର୍ଲା ଆସନରେ ବିଜେଡିର ମନୋରମା ମହାନ୍ତି ଆଗୁଆ ଥିବା ବେଳେ ବିଜେପିର ଅନିରୁଦ୍ଧ ପ୍ରଧାନ ଦ୍ଵିତୀୟ ଏବଂ କଂଗ୍ରେସର ଭକ୍ତ ଚରଣ ଦାସ ତୃତୀୟ ସ୍ଥାନରେ ଅଛନ୍ତି। ଧର୍ମଗଡ ଆସନରେ ବିଜେପି ଆଗୁଆ ଥିବା ବେଳେ ବିଜେଡି ଦ୍ଵିତୀୟ ଏବଂ କଂଗ୍ରେସ ତୃତୀୟ ସ୍ଥାନରେ ଅଛନ୍ତି।

ଜାଣନ୍ତୁ : ଶୁକ୍ର ମହାଦଶା କ’ଣ ; ୨୦ ବର୍ଷ ଯାଏ ରହେ ପ୍ରଭାବ, ରାଜା ଭଳି ଦେଇଥାଏ ଜୀବନ ନା କରିଥାଏ ଗରିବ..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories