www.samajalive.in
Friday, December 5, 2025
26.1 C
Bhubaneswar

୫ ଜୁନ ମହାପ୍ରଭୁଙ୍କ ବନକଲାଗି ନୀତି ; ସର୍ବସାଧାରଣ ଦର୍ଶନ ବନ୍ଦ..

ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ୫ ଜୁନ ବୁଧବାରରେ ଜ୍ୟେଷ୍ଠ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ଘ.୭.୦୦ ଟିକାରୁ ରାତ୍ର ଘ.୧୦.୩୦ ମିନିଟ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

୩୦ ବର୍ଷ ପରେ ବିଶେଷ ରାଜଯୋଗ; ଏହି ରାଶିଙ୍କ ଚମକିବ ଭାଗ୍ୟ..

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories