www.samajalive.in
Saturday, December 6, 2025
26.1 C
Bhubaneswar

ହାରିଗଲେ ସୌମ୍ୟ, ବାଜି ମାରିଲେ ବଦ୍ରି

ଭୁବନେଶ୍ଵର: ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମସ୍ତ ୨୨ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ଆସନରୁ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ବିଜୟ ହାସଲ କରିଛନ୍ତି। ନିକଟତମ ପ୍ରତିଦ୍ଵନ୍ଦ୍ଵୀ ସ୍ଵାଧୀନ ପ୍ରାର୍ଥୀ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ୧୩୭୫୧ ଭୋଟ୍‌ରେ ପରାସ୍ତ କରି ଘଷିପୁରା ଆସନ ଆତେଇଛନ୍ତି ବଦ୍ରି ପାତ୍ର। ଉଭୟଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା।

ଭୁବନେଶ୍ବର ମଧ୍ୟ ଆସନ ହାତେଇଲେ ଅନନ୍ତ

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories