www.samajalive.in
Wednesday, December 10, 2025
16.1 C
Bhubaneswar

ଜେଲରୁ ଜିତିଲେ ଜଗଦ୍ଦେବ

ଭୁବନେଶ୍ବର : ଜେଲରେ ଥାଇ ଜିତିଲେ ଖୋର୍ଦ୍ଧା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ଭୋଟ ଗଣତି ପରେ ଫଳାଫଳ ସାମ୍ନାକୁ ଆସିଛି । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ସାହୁଙ୍କୁ  ୮ ହଜାରରୁ ଅଧିକ ଭୋଟରେ ହରାଇଲେ ପ୍ରଶାନ୍ତ ଜଗଦ୍ଦେବ । କହିରଖୁଛୁ ବୁଥ ଗଣ୍ଡଗୋଳ ଘଟଣାରେ ପ୍ରଶାନ୍ତ ଜଗଦ୍ଦେବ ଜେଲରେ ଅଛନ୍ତି । ନିକଟରେ ସେ ଜାମିନ ଆବେଦନ କରିଥିଲେ କିନ୍ତୁ ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ଜଗଦ୍ଦେବଙ୍କ ଜାମିନ ଖାରଜ କରିଥିଲେ ।

ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜୟ ଲାଭ କଲେ ବିଜେପି ପ୍ରାର୍ଥୀ ବାବୁ ସିଂ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories