www.samajalive.in
Tuesday, December 9, 2025
16.1 C
Bhubaneswar

ପାଟଣା ଆସନ ଦଖଲ କଲା ବିଜେପି, ଅଖିଳ ନାଏକ ବିଜୟୀ

ପାଟଣା: ପାଟଣା ବିଧାନସଭା ଆସନ ଏଥର ବିଜେପି ଖାତାକୁ ଯାଇଛି। ଦଳୀୟ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାଏକ ଏଠାରେ ବିଜୟୀ ଘୋଷିତ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ବିଜୁ ଜନତା ଦଳର ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କୁ ୩୭ହଜାର ୫୪୩ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି।   ୨୦୦୯ରୁ ଏହି ଆସନଟି ବିଜୁ ଜନତା ଦଳ ଦଖଲରେ ଥିଲା। ବିଜେପି ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାଏକଙ୍କୁ ୯୬ହଜାର ୩୯୭ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡ଼ିର ଜଗନ୍ନାଥଙ୍କୁ ୫୮ ହଜାର ୮୫୪ ଖଣ୍ଡ ଭୋଟ ମିଳିଛି।  ଏଠାରେ ମୋଟ ୧୦ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିଲେ । କଂଗ୍ରେସ ପ୍ରାର୍ଥୀ ହୃଷିକେଶ ନାଏକଙ୍କୁ ୯ ହଜାର ୮୧୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories