www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ବିଜେଡିର ବିପର୍ଯ୍ୟୟ, ସରକାର ଗଠନ କରିବ ବିଜେପି

ଭୁବନେଶ୍ବର: ଦୀର୍ଘ ଅଢ଼େଇ ଦଶନ୍ଧି ଧରି ଓଡ଼ିଶାରେ କ୍ଷମତାସୀନ ବିଜୁ ଜନତା ଦଳ (ବିଜେଡି)କୁ ଶକ୍ତ ଝଟକା ମିଳିଛି। ୨୦୨୪ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ବର୍ତ୍ତମାନ ସୁଦ୍ଧା ସବୁ ବିଧାନସଭା ନିର୍ବାଚନ ମଣ୍ଡଳୀର ଫଳାଫଳ ପ୍ରକାଶ ପାଇସାରିଛି। ଏଠାରେ କ୍ଷମତାସୀନ ବିଜେଡି ସରକାରକୁ ୧୪୭ଟି ବିଧାନସଭା ମଧ୍ୟରୁ ମାତ୍ର ୫୧ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ମାତ୍ର  ବିଜେପି ୭୮ଟି ସିଟ ଦଖଲ କରି ରାଜ୍ୟରେ ପ୍ରଥମଥର ପାଇଁ ନିଜ ଦମରେ ସରକାର ଗଢ଼ିବାକୁ ଯାଉଛି । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ।

- Advertisement -

ଅପରପକ୍ଷରେ ବିଜେଡିର ସୁମ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଥମଥର ପାଇଁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ବିଜୟ ଲାଭ କରିଥିବାବେଳେ କଣ୍ଟାବାଞ୍ଜିରେ ହାରି ଯାଇଛନ୍ତି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories