www.samajalive.in
Tuesday, December 9, 2025
15.1 C
Bhubaneswar

ଆଜି ବିଶ୍ୱ ପରିବେଶ ଦିବସ: ଥିମ୍‌‌ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଏହି ଦିନ ପାଳନ କରାଯାଉଛି। ପରିବେଶକୁ ପ୍ରଦୂଷଣରୁ କିପରି ରୋକାଯାଇ ପାରିବ ସେନେଇ ସଚେତନତା ସୃଷ୍ଟି କରାଯାଉଛି। ଚଳିତ ବର୍ଷର ଥିମ୍‌‌ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’ ରଖାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories