www.samajalive.in
Monday, December 8, 2025
24.1 C
Bhubaneswar

ଆଜି ଇସ୍ତଫା ଦେବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନବୀନ ପଟ୍ଟନାୟକ। ଦିନ ୧୧ଟା ୩୦ମିନିଟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଦେବେ ଇସ୍ତଫା ପତ୍ର । ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ। ଏହାପରଠାରୁ ଲଗାତାର ୫ଥର ଲେଖାଏଁ ତାଙ୍କ ଦଳ ଜିତିବା ପରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ନବୀନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ। ନିର୍ବାଚନରେ ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ନବୀନ ସଦା ସର୍ବଦା ରହିଛନ୍ତି। ବର୍ତ୍ତମାନ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories