www.samajalive.in
Sunday, December 7, 2025
26.1 C
Bhubaneswar

ନିଖୋଜ ଡାକ୍ତର ଅମ୍ଲାନ ଭୋଇ କର୍ଣ୍ଣାଟକରୁ ଠାବ

ମାଲକାନଗିରି: କାଲିମେଳାରୁ ଅପହୃତ ଡାକ୍ତର ଅମ୍ଲାନ ଭୋଇଙ୍କ ମିଳିଲା ପତ୍ତା। ତାଙ୍କୁ ସୁରକ୍ଷିତ ଭାବେ କର୍ଣ୍ଣାଟକରୁ ଉଦ୍ଧାର କରିଛି ପୁଲିସ। ଏନେଇ ମାଲକାନଗିରି ଏସପି ସୂଚନା ଦେଇଛନ୍ତି। ଏବେ ଡାକ୍ତର ଅମ୍ଲାନ ଭୋଇଙ୍କୁ କର୍ଣ୍ଣାଟକରୁ ମାଲକାନଗିରି ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଅମ୍ଲାନଙ୍କୁ କେହି ଅପହରଣ କରି ନେଇଥିବା ଜଣାପଡିଥିଲା। ପୁଲିସ ତାଙ୍କୁ ମାଲକାନଗିରି ଆଣିବା ପରେ ଏସମ୍ପର୍କରେ ସମସ୍ତ ତଥ୍ୟ ସାମ୍ନାକୁ ଆସିବ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories