www.samajalive.in
Saturday, December 6, 2025
26.1 C
Bhubaneswar

ଇସ୍ତଫା ଦେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନରେନ୍ଦ୍ର ମୋଦୀ। ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଜୁନ୍‌‌ ୮ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ନିର୍ବାଚନରେ ଭାରତୀୟ ଜନତା ପାର୍ଟି ୨୪୦ ଟି ଆସନ ରେ ବିଜୟୀ ହୋଇ ସଂଖ୍ୟା ଗରିଷ୍ଠତା ଠାରୁ ଦୂରରେ ଥିଲେ ବି ଏନଡିଏ ୨୯୨ ଟି ଆସନ ସହ ସରକାର ଗଠନ କରିବାକୁ ଦାବିଦାର ହୋଇଛି । ୮ ତାରିଖ ସନ୍ଧ୍ୟାରେ ମୋଦୀ ଶପଥ ଗ୍ରହଣ କରିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories