www.samajalive.in
Saturday, December 6, 2025
19.1 C
Bhubaneswar

୩/୪ ଦିନରେ ଓଡିଶା ଛୁଇଁବ ମୌସୁମୀ!

ଭୁବନେଶ୍ୱର : ୩/୪ ଦିନରେ ଓଡିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ। ଓଡିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ଏନେଇ ବୁଧବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି।

ଜୁନ ୬ ଶନି ଜୟନ୍ତୀ ; ବାସ୍ ଏହି ଉପାୟରେ ଦୂର ହେବ ଶନି ଦୋଷ, ମିଳିବ ଧନ ସମ୍ପତ୍ତି, ଚମକିବ ଭାଗ୍ୟ..

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories